ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

download (2)ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଆଜି ଓଡିଶା ଇଞ୍ଜିନିୟର୍ସ ସର୍ଭିସ ଆସୋସିଏସନ ପକ୍ଷରୁ ୧୦ ଲକ୍ଷ ଟଙ୍କା ବନ୍ୟା ଓ ବାତ୍ୟା ବିପନ୍ନ ଙ୍କ ସହାୟତା ନିମନ୍ତେ ପ୍ରଦାନ କରାଯାଇଛି । ସଂଘର କର୍ମକର୍ତ୍ତାମାନେ ଆଜି ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଏହି ସହାୟତା ଚେକ୍ ପ୍ରଦାନ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସୋସିଏସନର କର୍ମକର୍ତ୍ତାମାନଙ୍କୁ ସେମାନଙ୍କର ବଦାନ୍ୟତା ପାଇଁ ଧନ୍ୟବାଦ ଜଣାଇଥିଲେ ।

Share in top social networks!