ଯୁବନେତା ଅଭିମନ୍ୟୁ ସାହୁ ହତ୍ୟା କାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ,କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

46458
ବିଶିଷ୍ଟ ଯୁବନେତା ଅଭିମନ୍ୟୁ ସାହୁଙ୍କ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟାରେ ପ୍ରକୃତ ଅପରାଧୀଙ୍କୁ ଧରିବା ପାଇଁ ମୁଖ୍ୟମନ୍ତ୍ରୀ ଆଜି କ୍ରାଇମ ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଅପରାଧୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Share in top social networks!