ଆଗାମୀ ୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

MAP-10ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଆଗାମୀ ୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ନିର୍ବାଚନକୁ ଆଖି ଆଗରେ ରଖି ଏପରି ଯୋଜନା ହୋଇଥିବା ଅନୁମାନ କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଆସନ୍ତା ୦୧.୦୩.୨୦୧୪ ତାରିଖ ଠାରୁ ୨.୩.୨୦୧୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ । ତେଣୁ ଜନସାଧାରଣ ତାଙ୍କର ଅଭିଯୋଗ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଦାଖଲ କରିପାରିବେ ବୋଲି କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Share in top social networks!