ରାଜ୍ୟ ସରକାର ଗୃହ ଓ ନଗର ଉନ୍ନୟନ ବିଭାଗ କମିଶନରଙ୍କୁ ଓଡିଶା ରାଜ୍ୟ ଗୃହ ନିର୍ମାଣ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତି ଦେଲେ

MAP-14 ରାଜ୍ୟ ସରକାର ଗୃହ ଓ ନଗର ଉନ୍ନୟନ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଜି.ମାଠିଭାଥନନ୍ ଆଇ.ଏ.ଏ.ଏସ୍ ଙ୍କୁ ଓଡିଶା ରାଜ୍ୟ ଗୃହ ନିର୍ମାଣ ବୋର୍ଡର ଅଧ୍ୟକ୍ଷ ଭାବେ ଅଗଷ୍ଟ ୨୦,୨୦୧୪ରୁ ନିଯୁକ୍ତି ପ୍ରଦାନ କରିଛନ୍ତି ବୋଲି ଗତକାଲି ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ଵାରା ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

Share in top social networks!