ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

dpମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନବକଳେବର ରଥଯାତ୍ରା ସମୟରେ ଦୁଇ ଭକ୍ତଙ୍କର ଦଳାଚକଟାରେ ମୃତୁ୍ୟରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତିା ଶ୍ରୀ ପ୍ରଧାନ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରିବା ସହ ଆହତ ଭକ୍ତ ମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତିା ମୃତକ ମାନଙ୍କର ପରିବାରକୁ ଚିହଫଟ କରିବା ସହ ସେମାନଙ୍କ ପରିବାରକୁ ଶବ ହସ୍ତାନ୍ତର କରାଯାଉ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

Share in top social networks!