କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଲ୍କୋ ନଗର ପରିସରରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ନାମରେ ଏକ ଉଦ୍ୟାନର ଲୋକାର୍ପଣ

_DSC3215
ମାନ୍ୟବର କେନ୍ଦ୍ର ପେଟ୍ରୋଲିୟମ୍ ଓ ପ୍ରକୃତିକ ଗ୍ୟାସ୍, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଭୁବନେଶ୍ୱର ସ୍ଥିତ ନାଲ୍କୋ ନଗର ପରିସରରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ନାମରେ ଏକ ଉଦ୍ୟାନର ଲୋକାର୍ପଣ । ଏହି ଅବସରରେ, ନାଲ୍କୋର ଅଧ୍ୟକ୍ଷ ଡଃ ତପନ କୁମାର ଚାନ୍ଦ ଏବଂ ଅନ୍ୟ ମାନ୍ୟଗଣ୍ୟ ଅତିଥିବୃନ୍ଦ ଉପସ୍ଥିତ ଥିଲେ ।

Share in top social networks!
Powered By Indic IME