ଜାପାନ ପ୍ରତିପକ୍ଷ ସିଞ୍ଜୋ ଆବେ ପୁନଃନିର୍ବାଚିତ ହୋଇଥିବାରୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ରବିବାର ଦିନ ଅନୁଷ୍ଠିତ ମଧ୍ୟବର୍ତ୍ତୀ ନିର୍ବାଚନରେ ଜାପାନ ପ୍ରତିପକ୍ଷ ସିଞ୍ଜୋ ଆବେ ବିଜୟୀ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

“ବୃହତ ନିର୍ବାଚନୀ ବିଜୟ ପାଇଁ ମୋର ପ୍ରିୟ ବନ୍ଧୁ ସିଞ୍ଜୋଙ୍କୁ ହୃଦୟର ଗଭୀରତମ ପ୍ରଦେଶରୁ ଅଭିନନ୍ଦନ ଜଣାଉଛି । ତାଙ୍କ ସହ ମିଶି ଭାରତ ଓ ଜାପାନ ସମ୍ପର୍କକୁ ଆହୁରି ସୁଦୃଢ କରିବା ନେଇ ଆଶାପ୍ରକାଶ କରୁଛି,” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ଅଭିନନ୍ଦନ ବାର୍ତ୍ତାରେ କହିଛନ୍ତି ।

Share in top social networks!
Powered By Indic IME