ବିଧାନସଭା ପରିସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉତ୍କଳକେଶରୀ ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧଦିବସ ପାଳିତ

26166158_319557991784076_3074469247981843666_n
ଆଜି ବିଧାନସଭାରେ ପ୍ରବୀଣ ସ୍ୱାଧୀନତା ସଂଗ୍ରାମୀ, ଜନନାୟକ, ସୁସାହିତି୍ୟକ, ସୁସଂଗଠକ ଉତ୍କଳକେଶରୀ ହରେକୃଷ୍ଣ ମହତାବଙ୍କ ପବିତ୍ର ଶ୍ରାଦ୍ଧଦିବସ ପାଳିତ
ହୋଇଯାଇଛିା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ, ଉପବାଚସ୍ପତି ଶ୍ରୀ ସାନନ୍ଦ ମାର୍ଣ୍ଡି, ଏମ୍ଏସ୍ଏମ୍ଇ, ମହିଳା ଓ ଶିଶୁ ବିକାଶ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ସାମଲ, ଭୁବନେଶ୍ୱର ସାଂସଦ ଡ. ପ୍ରସନ୍ନ କୁମାର ପାଟ୍ଟଶାଣୀ, ସରକାରୀ ମୁଖ୍ୟ ସଚେତକ ଶ୍ରୀ ଅମର ପ୍ରସାଦ ଶତପଥୀ, ପୂର୍ବତନ ବାଚସ୍ପତି ଶ୍ରୀ ଶରତ କର, ପୂର୍ବତନ ମନ୍ତ୍ରୀ ଶ୍ରୀ ସୁରେନ୍ଦ୍ର ନାଥ ନାୟକ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ବିଧାନସଭା ପରିସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥ#ଲୋ

ଏହି କାର୍ଯ୍ୟକ୍ରମରେ ବିଧାନସଭାର ସଚିବ ଶ୍ରୀ ଅମୀୟ କୁମାର ଷଡ଼ଙ୍ଗୀ, ଓ ଅନ୍ୟ ବରିଷ୍ଠ ଅଧ#କାରୀମାନେ ଉପସ୍ଥିତ ଥ#ଲୋ ବିଧାନସଭା ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶ୍ରୀ
ଶିବ ପ୍ରସାଦ ପଟ୍ଟନାୟକଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କ=ଶିଳ୍ପୀମାନଙ୍କ ଦ୍ୱାରା ପ୍ରାରମ୍ଭିକ ସଂଗୀତ
ପରିବେଷଣ କରାଯାଇଥ#ଲାା

Share in top social networks!