ନିର୍ବାଚନ ପ୍ରଚାର ପାଇଁ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି

ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି । ଶ୍ରୀ ମୋଦି ଏପ୍ରିଲ ୨ ତାରିଖ ଦିନ ସକାଳ ୧୧ଟାରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ଅନୁÂିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।