ବନସ୍ତେ ଡାକିଲା ଗଜ ବରଷକେ ଥରେ ଆସିଛି ରଜ

ବାରମାସର ତେର ପର୍ବ ପାଳିତ ହେଉଥିବା ଓଡ଼ିଶାରେ ରଜ ହେଉଛି ଏକ ନିଆରା ପର୍ବ୤ ଆମ ରାଜ୍ୟର କେନ୍ଦୁଝର, ବାଲେଶ୍ବର, ମୟୁରଭଞ୍ଜ, ଗଞ୍ଜାମ, ସମ୍ବଲପୁର, ସୁନ୍ଦରଗଡ଼ ସମେତ ଉପକୂଳ ଅଞ୍ଚଳର ପ୍ରାୟ ସମସ୍ତ ଜିଲ୍ଲାରେ ଜ୍ୟେଷ୍ଠ ମାସର ଶେଷ ଓ ଆଷାଢ଼ ମାସର ଆରମ୍ଭକୁ ମିଶାଇ ପାଳିତ ହୋଇଥାଏ ଏହି ତିନିଦିନିଆ ପର୍ବ୤ ବୃଷମାସର ଶେଷଦିନ …

Share in top social networks!