ମୟୂରଭଞ୍ଜ ଜିଲ୍ଲା ପରିଷଦ ସଭାପତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୟୂରଭଞ୍ଜ ଜିଲ୍ଲା ପରିଷଦ ସଭାପତି କାଳୀଚରଣ କିସ୍ନଙ୍କ ଆକସ୍ମିକ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକାବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ,ସ୍ଵର୍ଗତ କିଶ୍ନନଙ୍କୁ ଜଣେ ଉତ୍ସର୍ଗୀକୃତ ଜନସେବକ ଭାବରେ ବର୍ଣ୍ଣନା କରି ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ପରଲୋକ ଗତ ଆତ୍ମାର ସଦଗତି କାମନା କରିଛନ୍ତି ।

Share in top social networks!
Powered By Indic IME