ନୂଆଁଖାଇ, ସମଲେଇ ମନ୍ଦିରରେ ସ୍ଵତନ୍ତ୍ର ପୂଜାର୍ଚ୍ଚନା

ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ସମଗ୍ର ଅଞ୍ଚଳ ଚଳଚଞ୍ଚଳ ହୋଇଉଠିଛି। ଘରେଘରେ ପିଠାପଣା, ପାଳନ କରାଯାଉଛି ନୂଆଁଖାଇ ପର୍ବ। ଏହି ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଇଙ୍କ ମନ୍ଦିରରେ ସ୍ଵତନ୍ତ୍ର ପୂଜାର୍ଚ୍ଚନାର ବ୍ୟବସ୍ଥା କରାଯାଇଛି।

Share in top social networks!