ନୟାଗଡରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ ଜମି ପ୍ରଦାନ

images
ନୟାଗଡରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ ଜିଲ୍ଲାପାଳଙ୍କ ରିପୋର୍ଟକୁ ଭିତ୍ତି କରି ରାଜ୍ୟ ସରକାର ନୟାଗଡ ତହସିଲ ଅନ୍ତର୍ଗତ ମୁକ୍ତାପୁରଠାରେ ୧୦ ଏକର ଜମି କେନ୍ଦ୍ରୀୟ ବିଦ୍ୟାଳୟ ସଂସ୍ଥା ନାମରେ ମଞ୍ଜୁର କରିଛନ୍ତି। ସ୍ଥାନୀୟ ଜନସାଧାରଣଙ୍କ ଦାବି ତଥା ମେଧାବୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଏହି ପଦକ୍ଷେପ ନେଇଛନ୍ତି ବୋଲି ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି ।

Share in top social networks!