ବନସ୍ତେ ଡାକିଲା ଗଜ ବରଷକେ ଥରେ ଆସିଛି ରଜ Posted on June 20, 2012 by editor ବାରମାସର ତେର ପର୍ବ ପାଳିତ ହେଉଥିବା ଓଡ଼ିଶାରେ ରଜ ହେଉଛି ଏକ ନିଆରା ପର୍ବ ଆମ ରାଜ୍ୟର କେନ୍ଦୁଝର, ବାଲେଶ୍ବର, ମୟୁରଭଞ୍ଜ, ଗଞ୍ଜାମ, ସମ୍ବଲପୁର, ସୁନ୍ଦରଗଡ଼ ସମେତ ଉପକୂଳ ଅଞ୍ଚଳର ପ୍ରାୟ ସମସ୍ତ ଜିଲ୍ଲାରେ ଜ୍ୟେଷ୍ଠ ମାସର ଶେଷ ଓ ଆଷାଢ଼ ମାସର ଆରମ୍ଭକୁ ମିଶାଇ ପାଳିତ ହୋଇଥାଏ ଏହି ତିନିଦିନିଆ ପର୍ବ ବୃଷମାସର ଶେଷଦିନ …