ସେପ୍ଟେମ୍ବରରୁ କାର୍ଯ୍ୟକ୍ଷମ ହେବ ପାରାଦୀପ ରିଫାଇନାରୀ

ପାରାଦୀପ ରିଫାଇନାରୀ ପ୍ରକଳ୍ପ ଆସନ୍ତା ସେପ୍ଟେମ୍ବର ମାସ ଠାରୁ ପର୍ଯ୍ୟାୟକ୍ରମେ କାର୍ଯ୍ୟକ୍ଷମ ହେବ ବୋଲି ନିଷ୍ପତ୍ତି ନିଆଯାଇଛି । ପ୍ରକଳ୍ପର ୯୩.୨ ପ୍ରତିଶତ କାର୍ଯ୍ୟ ସମ୍ପର୍ଣ୍ଣ ହୋଇଛି

Read more